Ezekiel 33:7 — Compare Translations
5 translations compared side by side
Odia - 1840
"ଏଣୁ ହେ ମନୁଷ୍ଯ ପୁତ୍ର, ମୁଁ ତୁମ୍ଭକୁ ଇଶ୍ରାୟେଲ ବଂଶର ପ୍ରହରୀ କରି ନିୟୁକ୍ତ କରିଅଛି, ତୁମ୍ଭେ ମାରେ ମୁଖରୁ ଯେଉଁ ବାକ୍ଯଗୁଡ଼ିକ ମାେ ପକ୍ଷରୁ ସମାନଙ୍କେୁ ସଚତନେ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ହେ ମନୁଷ୍ୟ ପୁତ୍ର, ମୁଁ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛି, ତୁମ୍ଭେ ମୋର ମୁଖରୁ ଯେଉଁ ବାକ୍ୟଗୁଡ଼ିକ ମୋ’ ପକ୍ଷରୁ ସେମାନଙ୍କୁ ସଚେତନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର।