Ezekiel 33:8 — Compare Translations
5 translations compared side by side
Odia - 1840
"ମୁଁ ଯେତବେେଳେ କୌଣସି ଦୁଷ୍ଟ ଲୋକକୁ କହିବି, ' ହେ ଦୁଷ୍ଟଲୋକ, ତୁମ୍ଭେ ନିଶ୍ଚଯ ମରିବ।' ସେତବେେଳେ ତୁମ୍ଭେ ଯଦି ତାକୁ ସଚତନେ ନ କର ଓ ସେ ତାହାର ଜୀବନ ପଥ ପରିବର୍ତ୍ତନ ନ କରେ, ତବେେ ସହେି ଦୁଷ୍ଟଲୋକ ନିଜ ପାପ ରେ ମରିବ। ମୁଁ ତାହାର ରକ୍ତର ପ୍ରତିଶୋଧ ତୁମ୍ଭ ଉପ ରେ ନବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଯେତେବେଳେ ଦୁଷ୍ଟକୁ କହୁ, ହେ ଦୁଷ୍ଟ ଲୋକ, ତୁମ୍ଭେ ନିଶ୍ଚୟ ମରିବ, ସେତେବେଳେ ତୁମ୍ଭେ ତାହାର ପଥ ବିଷୟରେ ସେହି ଦୁଷ୍ଟ ଲୋକକୁ ସଚେତନ କରିବା ପାଇଁ ଯେବେ କିଛି ନ କୁହ; ତେବେ ସେହି ଦୁଷ୍ଟ ନିଜ ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପରିଶୋଧ ନେବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେତେବେଳେ କୌଣସି ଦୁଷ୍ଟ ଲୋକକୁ କହିବି, ‘ହେ ଦୁଷ୍ଟଲୋକ, ତୁମ୍ଭେ ନିଶ୍ଚୟ ମରିବ।’ ସେତେବେଳେ ତୁମ୍ଭେ ଯଦି ତାକୁ ସଚେତନ ନ କର ଓ ସେ ତାହାର ଜୀବନ ପଥ ପରିବର୍ତ୍ତନ ନ କରେ, ତେବେ ସେହି ଦୁଷ୍ଟଲୋକ ନିଜ ପାପରେ ମରିବ। ମୁଁ ତାହାର ରକ୍ତର ପ୍ରତିଶୋଧ ତୁମ୍ଭ ଉପରେ ନେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଯେତେବେଳେ ଦୁଷ୍ଟକୁ କହୁ, ‘ହେ ଦୁଷ୍ଟ ଲୋକ, ତୁମ୍ଭେ ନିଶ୍ଚୟ ମରିବ,’ ସେତେବେଳେ ତୁମ୍ଭେ ତାହାର ପଥ ବିଷୟରେ ସେହି ଦୁଷ୍ଟ ଲୋକକୁ ସଚେତନ କରିବା ପାଇଁ ଯଦି କିଛି ନ କୁହ; ତେବେ ସେହି ଦୁଷ୍ଟ ନିଜ ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପରିଶୋଧ ନେବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଯେତେବେଳେ ଦୁଷ୍ଟକୁ କହୁ, ହେ ଦୁଷ୍ଟ ଲୋକ, ତୁମ୍ଭେ ନିଶ୍ଚୟ ମରିବ, ସେତେବେଳେ ତୁମ୍ଭେ ତାହାର ପଥ ବିଷୟରେ ସେହି ଦୁଷ୍ଟ ଲୋକକୁ ସଚେତନ କରିବା ପାଇଁ ଯଦି କିଛି ନ କୁହ; ତେବେ ସେହି ଦୁଷ୍ଟ ନିଜ ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପରିଶୋଧ ନେବା।