Ezekiel 33:9 — Compare Translations

5 translations compared side by side

Odia - 1840
"କିନ୍ତୁ ଯଦି ସହେି ଦୁଷ୍ଟ ଲୋକକୁ ସଚତନେ କଲାପ ରେ ତା'ର ଜୀବନ ପଥ ନ ବଦଳାଏ ଓ ପାପରୁ ନିବୃତ୍ତ ନ ହୁଏ, ତବେେ ସେ ତାହାର ପାପ ଯୋଗୁଁ ମରିବ। କିନ୍ତୁ ତୁମ୍ଭେ ନିଜର ପ୍ରାଣ ବଞ୍ଚାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭେ ସେହି ଦୁଷ୍ଟକୁ ତାହାର ପଥରୁ ଫେରିବା ନିମନ୍ତେ ତଦ୍ବିଷୟରେ ସଚେତନ କଲେ, ଯେବେ ସେ ନ ଫେରେ, ତେବେ ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ବଞ୍ଚାଇବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ସେହି ଦୁଷ୍ଟ ଲୋକକୁ ସଚେତନ କଲାପରେ ତା’ର ଜୀବନ ପଥ ନ ବଦଳାଏ ଓ ପାପରୁ ନିବୃତ୍ତ ନ ହୁଏ, ତେବେ ସେ ତାହାର ପାପ ଯୋଗୁଁ ମରିବ। କିନ୍ତୁ ତୁମ୍ଭେ ନିଜର ପ୍ରାଣ ବଞ୍ଚାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେ ସେହି ଦୁଷ୍ଟକୁ ତାହାର ପଥରୁ ଫେରିବା ନିମନ୍ତେ ତଦ୍‍ବିଷୟରେ ସଚେତନ କଲେ, ଯଦି ସେ ନ ଫେରେ, ତେବେ ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ବଞ୍ଚାଇବ।
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେ ସେହି ଦୁଷ୍ଟକୁ ତାହାର ପଥରୁ ଫେରିବା ନିମନ୍ତେ ତଦ୍‍ବିଷୟରେ ସଚେତନ କଲେ, ଯଦି ସେ ନ ଫେରେ, ତେବେ ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ବଞ୍ଚାଇବ।