Ezekiel 34:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ଦେଖ, ମୁଁ ମଷେପାଳକମାନଙ୍କର ବିରୁଦ୍ଧ ରେ ଅଛି। ମୁଁ ସମାନଙ୍କେୁ ମାରେ ମଷେମାନଙ୍କ ପାଇଁ ଦାଯୀ କରିବି। ମୁଁ ସମାନଙ୍କେୁ ମଷଗେୁଡ଼ିକ ପାଖରୁ ଦୂରକୁ ନଇୟିବେି ଏବଂ ସମାନେେ ଆଉ ସଗେୁଡ଼ିକର ମଷେପାଳକ ହବେେ ନାହିଁ। ସମାନଙ୍କେର ପାଟିରୁ ମୁଁ ମାରେ ମଷଗେୁଡ଼ିକୁ ଉଦ୍ଧାର କରିବି ଏବଂ ସମାନେେ ସମାନଙ୍କେର ଖାଦ୍ୟ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ଦେଖ, ମୁଁ ମେଷପାଳକମାନଙ୍କର ବିରୁଦ୍ଧରେ ଅଛି। ମୁଁ ସେମାନଙ୍କୁ ମୋର ମେଷମାନଙ୍କ ପାଇଁ ଦାୟୀ କରିବି। ମୁଁ ସେମାନଙ୍କୁ ମେଷଗୁଡ଼ିକ ପାଖରୁ ଦୂରକୁ ନେଇଯିବି ଏବଂ ସେମାନେ ଆଉ ସେଗୁଡ଼ିକର ମେଷପାଳକ ହେବେ ନାହିଁ। ସେମାନଙ୍କର ପାଟିରୁ ମୁଁ ମୋର ମେଷଗୁଡ଼ିକୁ ଉଦ୍ଧାର କରିବି ଏବଂ ସେମାନେ ସେମାନଙ୍କର ଖାଦ୍ୟ ହେବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।”