Ezekiel 34:11 — Compare Translations

5 translations compared side by side

Odia - 1840
"ତେଣୁ ମାରେ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆମ୍ଭ ମଷେମାନଙ୍କର ପାଳକ ହବେୁ। ଆମ୍ଭେ ସମାନଙ୍କେର ଅନ୍ବଷେଣ କରିବୁ ଓ ଆମ୍ଭେ ସମାନଙ୍କେର ତତ୍ତ୍ବ ନବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ଵେଷଣ କରି ସେମାନଙ୍କର ତତ୍ତ୍ଵାନୁସନ୍ଧାନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋର ପ୍ରଭୁ ସଦାପ୍ରଭୁ କହନ୍ତି, “ଆମ୍ଭେ ନିଜେ ଆମ୍ଭ ମେଷମାନଙ୍କର ପାଳକ ହେବୁ। ଆମ୍ଭେ ସେମାନଙ୍କର ଅନ୍ୱେଷଣ କରିବୁ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱ ନେବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ୱେଷଣ କରି ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ୱେଷଣ କରି ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା।