Ezekiel 34:12 — Compare Translations

5 translations compared side by side

Odia - 1840
"ଯେପରି ଜଣେ ମଷେପାଳକ ନିଜର ଛିନ୍ନଭିନ୍ନ ମଷେମାନଙ୍କର ଅନୁସନ୍ଧାନ କରେ, ସହେିପରି ମୁଁ ମାରେ ମଷେମାନଙ୍କର ତତ୍ତ୍ବାବଧାନ କରିବି। ଆଉ ମଘାେଚ୍ଛନ୍ନ ଓ ଅନ୍ଧକାର ଦିନ ରେ ସମାନେେ ଯେଉଁ ଯେଉଁ ସ୍ଥାନ ରେ ଛିନ୍ନଭିନ୍ନ ହାଇେଅଛନ୍ତି, ସେସବୁ ସ୍ଥାନରୁ ସମାନଙ୍କେୁ ଉଦ୍ଧାର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ଵାନୁସନ୍ଧାନ କରେ, ସେପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ଵାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେ ଯେ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ଜଣେ ମେଷପାଳକ ନିଜର ଛିନ୍ନଭିନ୍ନ ମେଷମାନଙ୍କର ଅନୁସନ୍ଧାନ କରେ, ସେହିପରି ମୁଁ ମୋର ମେଷମାନଙ୍କର ତତ୍ତ୍ୱାବଧାନ କରିବି। ଆଉ ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେସବୁ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ୱାନୁସନ୍ଧାନ କରେ, ସେହିପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ୱାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେହି ସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା।
Odia IRV 2017 (ଓଡିଆ ବାଇବେଲ)