Ezekiel 34:13 — Compare Translations

5 translations compared side by side

Odia - 1840
"ଏବଂ ମୁଁ ନାନା ଜାତିମାନଙ୍କ ମଧ୍ଯରୁ ସମାନଙ୍କେୁ ବାହାର କରି ଆଣିବି ଓ ନାନା ଦେଶରୁ ସମାନଙ୍କେୁ ସଂଗ୍ରହ କରି ସମାନଙ୍କେୁ ନିଜ ଦେଶକୁ ଆଣିବି। ଏବଂ ମୁଁ ସମାନଙ୍କେୁ ଇଶ୍ରାୟେଲର ପର୍ବତମାନଙ୍କ ରେ, ଝରଣାଗୁଡ଼ିକ ନିକଟରେ ଓ ଦେଶର ବନ୍ଦୋବସ୍ଥ ସ୍ଥାନଗୁଡ଼ିକରେ ଚରାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି-ସ୍ଥାନରେ ଚରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ନାନା ଜାତିମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବି ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବି। ଏବଂ ମୁଁ ସେମାନଙ୍କୁ ଇସ୍ରାଏଲର ପର୍ବତମାନଙ୍କରେ, ଝରଣାଗୁଡ଼ିକ ନିକଟରେ ଓ ଦେଶର ବନ୍ଦୋବସ୍ଥ ସ୍ଥାନଗୁଡ଼ିକରେ ଚରାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତ ସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି ସ୍ଥାନରେ ଚରାଇବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତ ସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି-ସ୍ଥାନରେ ଚରାଇବା।