Ezekiel 34:14 — Compare Translations
5 translations compared side by side
Odia - 1840
"ମୁଁ ସମାନଙ୍କେୁ ଉତ୍ତମ ଚାରଣ ଭୂମିରେ ଚରାଇବି। ଏବଂ ଇଶ୍ରାୟେଲର ଉଚ୍ଚସ୍ଥଳୀର ପର୍ବତମାନଙ୍କ ଉପ ରେ ସମାନଙ୍କେର ଗୋଠ ହବେ। ସହେି ସ୍ଥାନ ରେ ସମାନେେ ଉତ୍ତମ ଗୋଠ ରେ ଶଯନ କରିବେ ଓ ଇଶ୍ରାୟେଲର ପର୍ବତଗୁଡ଼ିକର ପୁଷ୍ଟିକର ଚାରଣ ଭୂମିରେ ସମାନେେ ଚରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଉତ୍ତମ ଚରାଣୀ ସ୍ଥାନରେ ସେମାନଙ୍କୁ ଚରାଇବା, ପୁଣି ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତଗଣର ଉପରେ ସେମାନଙ୍କର ଖୁଆଡ଼ ହେବ; ସେହି ସ୍ଥାନରେ ସେମାନେ ଉତ୍ତମ ଖୁଆଡ଼ ମଧ୍ୟରେ ଶୟନ କରିବେ ଓ ଇସ୍ରାଏଲର ପର୍ବତମାନର ଉପରେ ପୁଷ୍ଟିକର ଚରାଣୀ ସ୍ଥାନରେ ସେମାନେ ଚରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କୁ ଉତ୍ତମ ଗ୍ଭରଣଭୂମିରେ ଚରାଇବି। ଏବଂ ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତମାନଙ୍କ ଉପରେ ସେମାନଙ୍କର ଗୋଠ ହେବ। ସେହି ସ୍ଥାନରେ ସେମାନେ ଉତ୍ତମ ଗୋଠରେ ଶୟନ କରିବେ ଓ ଇସ୍ରାଏଲର ପର୍ବତଗୁଡ଼ିକର ପୁଷ୍ଟିକର ଗ୍ଭରଣଭୂମିରେ ସେମାନେ ଚରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଉତ୍ତମ ଚରାଣୀ ସ୍ଥାନରେ ସେମାନଙ୍କୁ ଚରାଇବା, ପୁଣି ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତଗଣର ଉପରେ ସେମାନଙ୍କର ଖୁଆଡ଼ ହେବ; ସେହି ସ୍ଥାନରେ ସେମାନେ ଉତ୍ତମ ଖୁଆଡ଼ ମଧ୍ୟରେ ଶୟନ କରିବେ ଓ ଇସ୍ରାଏଲର ପର୍ବତମାନର ଉପରେ ପୁଷ୍ଟିକର ଚରାଣୀ ସ୍ଥାନରେ ସେମାନେ ଚରିବେ।
Odia IRV 2017 (ଓଡିଆ ବାଇବେଲ)