Ezekiel 34:15 — Compare Translations
5 translations compared side by side
Odia - 1840
"ହଁ, ମୁଁ ନିଜ ମଷେମାନଙ୍କୁ ଚରାଇବି ଓ ସମାନଙ୍କେୁ ଉତ୍ତମ ସ୍ଥାନ ରେ ଶଯନ କରାଇବି। ସଦାପ୍ରଭୁ ମାରେପ୍ରଭୁ ଏହା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆପଣା ମେଷଗଣକୁ ଚରାଇବା ଓ ଆମ୍ଭେ ସେମାନଙ୍କୁ ଶୟନ କରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ମୁଁ ନିଜ ମେଷମାନଙ୍କୁ ଚରାଇବି ଓ ସେମାନଙ୍କୁ ଉତ୍ତମ ସ୍ଥାନରେ ଶୟନ କରାଇବି।” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆପଣା ମେଷଗଣକୁ ଚରାଇବା ଓ ଆମ୍ଭେ ସେମାନଙ୍କୁ ଶୟନ କରାଇବା।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆପଣା ମେଷଗଣକୁ ଚରାଇବା ଓ ଆମ୍ଭେ ସେମାନଙ୍କୁ ଶୟନ କରାଇବା।”