Ezekiel 34:16 — Compare Translations

5 translations compared side by side

Odia - 1840
"ହଜି ୟାଇଥିବା ମଷେମାନଙ୍କୁ ମୁଁ ଅନ୍ବଷେଣ କରିବି ଆଉ ଛିନ୍ନଭିନ୍ନ ହାଇେଥିବା ମଷେମାନଙ୍କୁ ଫରୋଇ ଆଣିବି। ଏବଂ ଆହତ ମଷେର କ୍ଷତ ରେ ପଟି ବାନ୍ଧିବି ଓ ଦୁର୍ବଳକୁ ସବଳ କରିବି। କିନ୍ତୁ ମୁଁ ସହେି ହୃଷ୍ଟପୁଷ୍ଟ ଓ ବଳବାନ୍କୁ ସଂହାର କରିବି ଓ ଯଥାର୍ଥ ଭାବେ ସମାନଙ୍କେୁ ମଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ହଜି ଯାଇଥିବା ମେଷମାନଙ୍କୁ ମୁଁ ଅନ୍ୱେଷଣ କରିବି ଆଉ ଛିନ୍ନଭିନ୍ନ ହୋଇଥିବା ମେଷମାନଙ୍କୁ ଫେରାଇ ଆଣିବି। ଏବଂ ଆହତ ମେଷର କ୍ଷତରେ ପଟି ବାନ୍ଧିବି ଓ ଦୁର୍ବଳକୁ ସବଳ କରିବି। କିନ୍ତୁ ମୁଁ ସେହି ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବି ଓ ଯଥାର୍ଥ ଭାବେ ସେମାନଙ୍କୁ ମଣିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।
Odia IRV 2017 (ଓଡିଆ ବାଇବେଲ)
“ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।