Ezekiel 34:17 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ହେ ମାରେ ପଲ, ମୁଁ ମଷେ ଓ ମଷେ ମଧିଅରେ ଏବଂ ମଷେ ଓ ଛାଗଗଣ ମଧିଅରେ ବିଚାର କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହେ ଆମ୍ଭର ପଲ, ତୁମ୍ଭମାନଙ୍କ ବିଷୟରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପଶୁ ଓ ପଶୁର ମଧ୍ୟରେ, ମେଷ ଓ ଛାଗଗଣର ମଧ୍ୟରେ ବିଚାର କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ହେ ମୋର ପଲ, ମୁଁ ମେଷ ଓ ମେଷ ମଧ୍ୟରେ ଏବଂ ମେଷ ଓ ଛାଗଗଣ ମଧ୍ୟରେ ବିଗ୍ଭର କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେ ଆମ୍ଭର ପଲ, ତୁମ୍ଭମାନଙ୍କ ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପଶୁ ଓ ପଶୁର ମଧ୍ୟରେ, ମେଷ ଓ ଛାଗଗଣର ମଧ୍ୟରେ ବିଚାର କରୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହେ ଆମ୍ଭର ପଲ,” ତୁମ୍ଭମାନଙ୍କ ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପଶୁ ଓ ପଶୁର ମଧ୍ୟରେ, ମେଷ ଓ ଛାଗଗଣର ମଧ୍ୟରେ ବିଚାର କରୁ।