Ezekiel 34:18 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଉତ୍ତମ ତୃଣ ଭୂମିରେ ଚରିପାର, ମାତ୍ର ତୁମ୍ଭମାନେେ କାହିଁକି ଅନ୍ୟମାନଙ୍କର ଚାରଣ ସ୍ଥାନକୁ ପାଦ ରେ ଦଳିବ? ତୁମ୍ଭମାନେେ ପ୍ରଚୁର ନିର୍ମଳ ଜଳ ପାନ କରିପାର, ମାତ୍ର ଅନ୍ୟ ମଷେମାନଙ୍କ ପାଇଁ ଜଳକୁ ଗୋଳିଆ କରିବ କାହିଁକି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପଦତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଉତ୍ତମ ତୃଣ ଭୂମିରେ ଚରିପାର, ମାତ୍ର ତୁମ୍ଭେମାନେ କାହିଁକି ଅନ୍ୟମାନଙ୍କର ଗ୍ଭରଣ ସ୍ଥାନକୁ ପାଦରେ ଦଳିବ? ତୁମ୍ଭେମାନେ ପ୍ରଚୁର ନିର୍ମଳ ଜଳ ପାନ କରିପାର, ମାତ୍ର ଅନ୍ୟ ମେଷମାନଙ୍କ ପାଇଁ ଜଳକୁ ଗୋଳିଆ କରିବ କାହିଁକି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପାଦ ତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପାଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି?
Odia IRV 2017 (ଓଡିଆ ବାଇବେଲ)
ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପାଦତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପାଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି?