Ezekiel 34:19 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭମାନେେ ଯେଉଁ ତୃଣକୁ ପାଦ ରେ ଦଳି ଅଛ, ଆମ୍ଭର ମଷେପଲ ତାହା ଭୋଜନ କରନ୍ତି ଓ ଯେଉଁ ଜଳକୁ ତୁମ୍ଭମାନେେ ପାଦ ରେ ଗୋଳିଆ କରିଅଛ, ଆମ୍ଭର ମଷେପଲ ତାହା ପାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ଯାହା ପଦରେ ଦଳିଅଛ, ଆମ୍ଭର ମେଷଗଣ ତାହା ଭୋଜନ କରନ୍ତି ଓ ଯାହା ତୁମ୍ଭେମାନେ ପଦରେ ଗୋଳିଆ କରିଅଛ, ତାହା ସେମାନେ ପାନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେମାନେ ଯେଉଁ ତୃଣକୁ ପାଦରେ ଦଳି ଅଛ, ଆମ୍ଭର ମେଷପଲ ତାହା ଭୋଜନ କରନ୍ତି ଓ ଯେଉଁ ଜଳକୁ ତୁମ୍ଭେମାନେ ପାଦରେ ଗୋଳିଆ କରିଅଛ, ଆମ୍ଭର ମେଷପଲ ତାହା ପାନ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ଯାହା ପାଦରେ ଦଳିଅଛ, ଆମ୍ଭର ମେଷଗଣ ତାହା ଭୋଜନ କରନ୍ତି ଓ ଯାହା ତୁମ୍ଭେମାନେ ପାଦରେ ଗୋଳିଆ କରିଅଛ, ତାହା ସେମାନେ ପାନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ଯାହା ପାଦରେ ଦଳିଅଛ, ଆମ୍ଭର ମେଷଗଣ ତାହା ଭୋଜନ କରନ୍ତି ଓ ଯାହା ତୁମ୍ଭେମାନେ ପାଦରେ ଗୋଳିଆ କରିଅଛ, ତାହା ସେମାନେ ପାନ କରନ୍ତି।