Ezekiel 34:2 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲ ମଷେପାଳକମାନଙ୍କ ବିରୁଦ୍ଧ ରେ ଭବିଷ୍ଯଦବାଣୀ ପ୍ରଚାର କର। ସହେି ପାଳକମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି ଭବିଷ୍ଯବାଣୀ କହନ୍ତି, 'ଇଶ୍ରାୟେଲର ମଷେପାଳକମାନଙ୍କୁ ଧିକ, ଯେଉଁମାନେ କବଳେ ସମାନଙ୍କେର ଯତ୍ନ ନିଅନ୍ତି। ମଷେପାଳକମାନେ ମଷେମାନଙ୍କର ଯତ୍ନ ନବୋ ଉଚିତ୍ ନୁହେଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲ ମେଷପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କର। ସେହି ପାଳକମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି ଭବିଷ୍ୟଦ୍ବାଣୀ କହନ୍ତି, ‘ଇସ୍ରାଏଲର ମେଷପାଳକମାନଙ୍କୁ ଧିକ୍, ଯେଉଁମାନେ କେବଳ ସେମାନଙ୍କର ଯତ୍ନ ନିଅନ୍ତି। ମେଷପାଳକମାନେ ମେଷମାନଙ୍କର ଯତ୍ନ ନେବା ଉଚିତ୍ ନୁହେଁ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ?