Ezekiel 34:20 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, କିନ୍ତୁ ଦେଖ, ମୁଁ ହୃଷ୍ଟପୁଷ୍ଟ ପଶୁ ଓ କ୍ଷୀଣ ପଶୁ ମଧିଅରେ ବିଚାର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେମାନଙ୍କୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ପଶୁ ଓ କ୍ଷୀଣ ପଶୁ ମଧ୍ୟରେ ବିଚାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “କିନ୍ତୁ ଦେଖ, ମୁଁ ହୃଷ୍ଟପୁଷ୍ଟ ପଶୁ ଓ କ୍ଷୀଣ ପଶୁ ମଧ୍ୟରେ ବିଗ୍ଭର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେମାନଙ୍କୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ମେଣ୍ଢା ଓ କ୍ଷୀଣ ମେଣ୍ଢା ମଧ୍ୟରେ ବିଚାର କରିବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେମାନଙ୍କୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ମେଣ୍ଢା ଓ କ୍ଷୀଣ ମେଣ୍ଢା ମଧ୍ୟରେ ବିଚାର କରିବା।