Ezekiel 34:21 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ପାଶର୍‌ବ ରେ ଓ ସ୍କନ୍ଧ ରେ ପୀଡ଼ିତମାନଙ୍କୁ ଠଲେି ଦେଉଅଛ ଓ ସମାନଙ୍କେୁ ଦୂରକୁ ତଡ଼ିଦବୋ ପର୍ୟ୍ଯନ୍ତ ନିଜ ଶୃଙ୍ଗ ରେ ଠଲେି ଦେଉଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପାର୍ଶ୍ଵରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ବାହାରେ ସେମାନଙ୍କୁ ଭିନ୍ନଭିନ୍ନ ନ କରିବା ପର୍ଯ୍ୟନ୍ତ ସେସମସ୍ତଙ୍କୁ ଆପଣା ଶୃଙ୍ଗରେ ପେଲି ଦେଉଅଛ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପାର୍ଶ୍ୱରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ସେମାନଙ୍କୁ ଦୂରକୁ ତଡ଼ିଦେବା ପର୍ଯ୍ୟନ୍ତ ନିଜ ଶୃଙ୍ଗରେ ଠେଲି ଦେଉଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପାର୍ଶ୍ୱରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ବାହାରେ ସେମାନଙ୍କୁ ଛିନ୍ନଭିନ୍ନ ନ କରିବା ପର୍ଯ୍ୟନ୍ତ ସେସମସ୍ତଙ୍କୁ ଆପଣା ଶୃଙ୍ଗରେ ପେଲି ଦେଉଅଛ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପାର୍ଶ୍ୱରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ବାହାରେ ସେମାନଙ୍କୁ ଛିନ୍ନଭିନ୍ନ ନ କରିବା ପର୍ଯ୍ୟନ୍ତ ସେସମସ୍ତଙ୍କୁ ଆପଣା ଶୃଙ୍ଗରେ ପେଲି ଦେଉଅଛ;