Ezekiel 34:22 — Compare Translations
5 translations compared side by side
Odia - 1840
"କିନ୍ତୁ ମୁଁ ମାରେପଲକୁ ରକ୍ଷା କରିବି। ସମାନେେ ଆଉ ବନ୍ଯ ପଶୁମାନଙ୍କ ଦ୍ବାରା ଧ୍ବଂସ ହବେେ ନାହିଁ। ଏବଂ ମୁଁ ଯଥାର୍ଥ ଭାବରେ ସମାନଙ୍କେର ବିଚାର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଆମ୍ଭେ ଆପଣା ପଲକୁ ରକ୍ଷା କରିବା, ତହିଁରେ ସେମାନେ ଆଉ ଲୁଟିତ ହେବେ ନାହିଁ; ପୁଣି, ଆମ୍ଭେ ପଶୁର ଓ ପଶୁର ମଧ୍ୟରେ ବିଚାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ମୋର ପଲକୁ ରକ୍ଷା କରିବି। ସେମାନେ ଆଉ ବନ୍ୟ ପଶୁମାନଙ୍କ ଦ୍ୱାରା ଧ୍ୱଂସ ହେବେ ନାହିଁ। ଏବଂ ମୁଁ ଯଥାର୍ଥ ଭାବରେ ସେମାନଙ୍କର ବିଗ୍ଭର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆମ୍ଭେ ଆପଣା ପଲକୁ ରକ୍ଷା କରିବା, ତହିଁରେ ସେମାନେ ଆଉ ଲୁଟିତ ହେବେ ନାହିଁ; ପୁଣି, ଆମ୍ଭେ ମେଷର ଓ ମେଷର ମଧ୍ୟରେ ବିଚାର କରିବା।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଆମ୍ଭେ ଆପଣା ପଲକୁ ରକ୍ଷା କରିବା, ତହିଁରେ ସେମାନେ ଆଉ ଲୁଟିତ ହେବେ ନାହିଁ; ପୁଣି, ଆମ୍ଭେ ମେଷର ଓ ମେଷର ମଧ୍ୟରେ ବିଚାର କରିବା।