Ezekiel 34:23 — Compare Translations

5 translations compared side by side

Odia - 1840
"ପୁଣି ସମାନଙ୍କେ ଉପ ରେ ମାରେ ମଷେପାଳକ ଦାଉଦଙ୍କୁ ନିୟୁକ୍ତ କରିବି। ସେ ସମାନଙ୍କେୁ ଚରାଇବ ଓ ସମାନଙ୍କେର ପାଳକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନଙ୍କ ଉପରେ ମୋର ମେଷପାଳକ ଦାଉଦଙ୍କୁ ନିଯୁକ୍ତ କରିବି। ସେ ସେମାନଙ୍କୁ ଚରାଇବ ଓ ସେମାନଙ୍କର ପାଳକ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍‍, ଆମ୍ଭର ଦାସ ଦାଉଦଙ୍କୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍‍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।