Ezekiel 34:24 — Compare Translations
5 translations compared side by side
Odia - 1840
"ମୁଁ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ହବେି ଓ ମାରେ ଦାସ ଦାଉଦ ସମାନଙ୍କେ ମଧିଅରେ ପ୍ରଭୁ ହବେ। ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ହେବା ଓ ଆମ୍ଭର ଦାସ ଦାଉଦ ସେମାନଙ୍କ ମଧ୍ୟରେ ଅଧିପତି ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହେବି ଓ ମୋର ଦାସ ଦାଉଦ ସେମାନଙ୍କ ମଧ୍ୟରେ ପ୍ରଭୁ ହେବ। ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହେବା ଓ ଆମ୍ଭର ଦାସ ଦାଉଦ ସେମାନଙ୍କ ମଧ୍ୟରେ ଅଧିପତି ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହେବା ଓ ଆମ୍ଭର ଦାସ ଦାଉଦ ସେମାନଙ୍କ ମଧ୍ୟରେ ଅଧିପତି ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।