Ezekiel 34:25 — Compare Translations

5 translations compared side by side

Odia - 1840
"ଏବଂ ମୁଁ ସମାନଙ୍କେ ପାଇଁ ଶାନ୍ତିର ଚୁକ୍ତି କରିବି। ମୁଁ ବନ୍ଯ ପଶୁଗଣଙ୍କୁ ଏହି ଦେଶରୁ ତଡ଼ି ଦବେି। ତାହା ହେଲେ ସମାନେେ ନିରାପଦ ରେ ମରୁଭୂମିରେ ବାସ କରିବେ ଓ ବଣ ରେ ଶଯନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏବଂ ମୁଁ ସେମାନଙ୍କ ପାଇଁ ଶାନ୍ତିର ଚୁକ୍ତି କରିବି। ମୁଁ ବନ୍ୟ ପଶୁଗଣଙ୍କୁ ଏହି ଦେଶରୁ ତଡ଼ି ଦେବି। ତାହାହେଲେ ସେମାନେ ନିରାପଦରେ ମରୁଭୂମିରେ ବାସ କରିବେ ଓ ବଣରେ ଶୟନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ।