Ezekiel 34:26 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ସମାନଙ୍କେୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ କରିବା। ମୁଁ ଯଥା ସମୟରେ ଜଳଧାରା ବର୍ଷା କରାଇବି ଓ ତାହା ଆଶୀର୍ବାଦର ଜଳଧାରା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ଵରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ କରିବା। ମୁଁ ଯଥା ସମୟରେ ଜଳଧାରା ବର୍ଷା କରାଇବି ଓ ତାହା ଆଶୀର୍ବାଦର ଜଳଧାରା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ୱରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ୱରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ।