Ezekiel 34:27 — Compare Translations

5 translations compared side by side

Odia - 1840
"କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ ଫଳ ଉତ୍ପନ୍ନ କରିବେ ଓ ଭୂମି ଶସ୍ଯଗୁଡ଼ିକ ଉତ୍ପନ୍ନ କରିବ। ଏବଂ ସମାନେେ ନିଜ ଦେଶ ରେ ନିରାପଦ ରେ ରହିବେ। ଆଉ ମୁଁ ସମାନଙ୍କେ ୟୁଆଳିର ଖିଲ ଭାଙ୍ଗିବି ଓ ସମାନଙ୍କେୁ ଦାସତ୍ବ କରିବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କରିବି। ତାହା ହେଲେ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କ୍ଷେତ୍ରସ୍ଥ ବୃକ୍ଷ ଆପଣାର ଫଳ ଉତ୍ପନ୍ନ କରିବ ଓ ଭୂମି ଆପଣାର ଶସ୍ୟ ଉତ୍ପନ୍ନ କରିବ, ପୁଣି ସେମାନେ ଆପଣାମାନଙ୍କ ଦେଶରେ ନିରାପଦରେ ରହିବେ; ଆଉ, ଆମ୍ଭେ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିଲେ ଓ ସେମାନଙ୍କୁ ଦାସତ୍ଵ କରାଇବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ ଫଳ ଉତ୍ପନ୍ନ କରିବେ ଓ ଭୂମି ଶସ୍ୟଗୁଡ଼ିକ ଉତ୍ପନ୍ନ କରିବ। ଏବଂ ସେମାନେ ନିଜ ଦେଶରେ ନିରାପଦରେ ରହିବେ। ଆଉ ମୁଁ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିବି ଓ ସେମାନଙ୍କୁ ଦାସତ୍ୱ କରିବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କରିବି। ତାହାହେଲେ ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ ଫଳ ଉତ୍ପନ୍ନ କରିବେ ଓ ଭୂମି ଶସ୍ୟଗୁଡ଼ିକ ଉତ୍ପନ୍ନ କରିବ, ପୁଣି, ସେମାନେ ଆପଣାମାନଙ୍କ ଦେଶରେ ନିରାପଦରେ ରହିବେ; ଆଉ, ଆମ୍ଭେ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିଲେ ଓ ସେମାନଙ୍କୁ ଦାସତ୍ୱ କରାଇବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, କ୍ଷେତ୍ରସ୍ଥ ବୃକ୍ଷଗୁଡିକ ଫଳ ଉତ୍ପନ୍ନ କରିବେ ଓ ଭୂମି ଶସ୍ୟଗୁଡିକ ଉତ୍ପନ୍ନ କରିବ, ପୁଣି, ସେମାନେ ଆପଣାମାନଙ୍କ ଦେଶରେ ନିରାପଦରେ ରହିବେ; ଆଉ, ଆମ୍ଭେ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିଲେ ଓ ସେମାନଙ୍କୁ ଦାସତ୍ୱ କରାଇବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।