Ezekiel 34:28 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ଅନ୍ୟ ଦେଶୀଯମାନଙ୍କ ଦ୍ବାରା ଲୁଟିତ ହବେେ ନାହିଁ କିମ୍ବା ପୃଥିବୀସ୍ଥ ପଶୁମାନେ ସମାନଙ୍କେୁ ଗ୍ରାସ କରିବେ ନାହିଁ। କିନ୍ତୁ ସମାନେେ ନିରାପଦ ରେ ବାସ କରିବେ ଓ କହେି ସମାନଙ୍କେୁ ଭୟ ଦଖାଇବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆଉ ଅନ୍ୟ ଦେଶୀୟମାନଙ୍କର ଲୁଟ ସ୍ଵରୂପ ହେବେ ନାହିଁ, କିଅବା ପୃଥିବୀସ୍ଥ ପଶୁମାନେ ସେମାନଙ୍କୁ ଗ୍ରାସ କରିବେ ନାହିଁ; ମାତ୍ର ସେମାନେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ଦେଖାଇବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ଅନ୍ୟ ଦେଶୀୟମାନଙ୍କ ଦ୍ୱାରା ଲୁଟିତ ହେବେ ନାହିଁ କିମ୍ବା ପୃଥିବୀସ୍ଥ ପଶୁମାନେ ସେମାନଙ୍କୁ ଗ୍ରାସ କରିବେ ନାହିଁ। କିନ୍ତୁ ସେମାନେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ଦେଖାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆଉ ଅନ୍ୟଦେଶୀୟମାନଙ୍କର ଲୁଟ ସ୍ୱରୂପ ହେବେ ନାହିଁ, କିଅବା ପୃଥିବୀସ୍ଥ ପଶୁମାନେ ସେମାନଙ୍କୁ ଗ୍ରାସ କରିବେ ନାହିଁ; ମାତ୍ର ସେମାନେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ଦେଖାଇବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆଉ ଅନ୍ୟ ଦେଶୀୟମାନଙ୍କର ଲୁଟ ସ୍ୱରୂପ ହେବେ ନାହିଁ, କିଅବା ପୃଥିବୀସ୍ଥ ପଶୁମାନେ ସେମାନଙ୍କୁ ଗ୍ରାସ କରିବେ ନାହିଁ; ମାତ୍ର ସେମାନେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ଦେଖାଇବେ ନାହିଁ।