Ezekiel 34:29 — Compare Translations

5 translations compared side by side

Odia - 1840
"ମୁଁ ସମାନଙ୍କେୁ ଦୁର୍ଭିକ୍ଷରୁ ରକ୍ଷା ପାଇଁ ଉଦ୍ୟାନ ଦବେି ଏବଂ ସମାନେେ ଅନ୍ୟ ଦେଶୀଯମାନଙ୍କ ଦ୍ବାରା ଅପମାନିତ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟ ଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କୁ ଦୁର୍ଭିକ୍ଷରୁ ରକ୍ଷା ପାଇଁ ଉଦ୍ୟାନ ଦେବି ଏବଂ ସେମାନେ ଅନ୍ୟ ଦେଶୀୟମାନଙ୍କ ଦ୍ୱାରା ଅପମାନିତ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ ଉତ୍ପନ୍ନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ ଉତ୍ପନ୍ନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟ ଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ।