Ezekiel 34:3 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କ୍ଷୀର ପିଉଅଛ, ପଶମକୁ ପରିଧାନ କରୁଅଛି। ତୁମ୍ଭମାନେେ ସହେି ହୃଷ୍ଟପୁଷ୍ଟ ପଶୁମାନଙ୍କୁ ହତ୍ଯା କର କିନ୍ତୁ ତୁମ୍ଭେ ପଲର ୟନ୍ତ୍ର ନେଉ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷ ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କ୍ଷୀର ପିଉଅଛ, ପଶମକୁ ପରିଧାନ କରୁଅଛି। ତୁମ୍ଭେମାନେ ସେହି ହୃଷ୍ଟପୁଷ୍ଟ ପଶୁମାନଙ୍କୁ ହତ୍ୟା କର କିନ୍ତୁ ତୁମ୍ଭେ ପଲର ଯତ୍ନ ନେଉ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷର ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷର ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ।