Ezekiel 34:30 — Compare Translations
5 translations compared side by side
Odia - 1840
"ତାହା ହେଲେ ସମାନେେ ହୃଦ ବୋଧ କରିବେ ଯେ, ମୁଁ ସଦାପ୍ରଭୁ ସମାନଙ୍କେ ସହିତ ଅଛି। ଏବଂ ଇଶ୍ରାୟେଲର ଲୋକମାନେ ମାରେ ନିଜର ଲୋକ। ସଦାପ୍ରଭୁ ମାରେ ପ୍ରଭୁ ଏହା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଯେ ସେମାନଙ୍କର ସହବର୍ତ୍ତୀ ଅଟୁ ଓ ସେମାନେ, ଅର୍ଥାତ୍, ଇସ୍ରାଏଲ-ବଂଶ ଯେ ଆମ୍ଭର ଲୋକ ଅଟନ୍ତି, ଏହା ସେମାନେ ଜାଣିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତାହାହେଲେ ସେମାନେ ହୃଦ୍ବୋଧ କରିବେ ଯେ, ମୁଁ ସଦାପ୍ରଭୁ ସେମାନଙ୍କ ସହିତ ଅଛି। ଏବଂ ଇସ୍ରାଏଲର ଲୋକମାନେ ମୋର ନିଜର ଲୋକ।” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଯେ ସେମାନଙ୍କର ସହବର୍ତ୍ତୀ ଅଟୁ ଓ ସେମାନେ, ଅର୍ଥାତ୍, ଇସ୍ରାଏଲ ବଂଶ ଯେ ଆମ୍ଭର ଲୋକ ଅଟନ୍ତି, ଏହା ସେମାନେ ଜାଣିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଯେ ସେମାନଙ୍କର ସହବର୍ତ୍ତୀ ଅଟୁ ଓ ସେମାନେ, ଅର୍ଥାତ୍, ଇସ୍ରାଏଲ ବଂଶ ଯେ ଆମ୍ଭର ଲୋକ ଅଟନ୍ତି, ଏହା ସେମାନେ ଜାଣିବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।