Ezekiel 34:31 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭମାନେେ ଆମ୍ଭର ମଷେ ଓ ଆମ୍ଭ ତୃଣଭୂମିର ମଷେ ଅଟ। ତୁମ୍ଭମାନେେ ମନୁଷ୍ଯ ଅଟ ଓ ଆମ୍ଭେ ତୁମ୍ଭମାନଙ୍କ ପରମେଶ୍ବର ଅଟୁ। ଏହା ମାରେପ୍ରଭୁ ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ତୁମ୍ଭେମାନେ ଆମ୍ଭର ମେଷ ଓ ଆମ୍ଭ ତୃଣଭୂମିର ମେଷ ଅଟ। ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।” ଏହା ମୋର ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
“ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।