Ezekiel 34:4 — Compare Translations
5 translations compared side by side
Odia - 1840
"ଏବଂ ତୁମ୍ଭମାନେେ ଦୁର୍ବଳ ମାନଙ୍କୁ ସବଳ କରି ନାହଁ ଓ ପୀଡିତ ମାନଙ୍କର ଚିକିତ୍ସା କରି ନାହିଁ, ଆହତ ମଷେମାନଙ୍କର କ୍ଷତସ୍ଥାନ ରେ ପଟି ବାନ୍ଧି ନାହଁ। ବିତାଡ଼ିତ ମଷେମାନଙ୍କୁ ଫରୋଇ ଆଣି ନାହଁ କିମ୍ବା ଯେ ହଜିଗଲା ତାକୁ ଖାଜେିଲ ନାହିଁ। କିନ୍ତୁ ତୁମ୍ଭମାନେେ ବଳ ରେ ଓ ନିଷ୍ଠୁର ଭାବରେ ସମାନଙ୍କେୁ ଶାସନ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁନ୍ତ ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭେମାନେ ଦୁର୍ବଳମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହିଁ, ଆହତ ମେଷମାନଙ୍କର କ୍ଷତସ୍ଥାନରେ ପଟି ବାନ୍ଧି ନାହଁ। ବିତାଡ଼ିତ ମେଷମାନଙ୍କୁ ଫେରାଇ ଆଣି ନାହଁ କିମ୍ବା ଯେ ହଜିଗଲା ତାକୁ ଖୋଜିଲ ନାହିଁ। କିନ୍ତୁ ତୁମ୍ଭେମାନେ ବଳରେ ଓ ନିଷ୍ଠୁର ଭାବରେ ସେମାନଙ୍କୁ ଶାସନ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁ; ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ।
Odia IRV 2017 (ଓଡିଆ ବାଇବେଲ)