Ezekiel 34:5 — Compare Translations

5 translations compared side by side

Odia - 1840
"'ଏବଂ ସହେି ମଷେପାଳକ ବିହୀନ ମଷେମାନେ ଛିନ୍ନଭିନ୍ନ ହାଇଗେଲେ ଓ କ୍ଷେତ୍ରସ୍ଥ ପଶୁମାନଙ୍କର ଖାଦ୍ୟ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
“‘ଏବଂ ସେହି ମେଷପାଳକ ବିହୀନ ମେଷମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁମାନଙ୍କର ଖାଦ୍ୟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ।