Ezekiel 34:6 — Compare Translations
5 translations compared side by side
Odia - 1840
"ଏବଂ ପର୍ବତମାନଙ୍କ ରେ ଏବଂ ଉଚ୍ଚ ସ୍ଥାନମାନଙ୍କ ରେ ମାରେ ମଷେପଲ ହଜିଗଲେ। ମାରେ ମଷଗେୁଡ଼ିକ ଦେଶର ଚାରିଆଡ଼େ ଛିନ୍ନଛତ୍ର ହାଇଗେଲେ ଏବଂ ସମାନଙ୍କେୁ କହେି ଦେଖନ୍ତି ନାହିଁ। ସମାନଙ୍କେୁ କହେି ଖାଜେନ୍ତି ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ମେଷଗଣ ପର୍ବତସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ପର୍ବତମାନଙ୍କରେ ଏବଂ ଉଚ୍ଚ ସ୍ଥାନମାନଙ୍କରେ ମୋର ମେଷପଲ ହଜିଗଲେ। ମୋର ମେଷଗୁଡ଼ିକ ଦେଶର ଗ୍ଭରିଆଡ଼େ ଛିନ୍ନଛତ୍ର ହୋଇଗଲେ ଏବଂ ସେମାନଙ୍କୁ କେହି ଦେଖନ୍ତି ନାହିଁ। ସେମାନଙ୍କୁ କେହି ଖୋଜନ୍ତି ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ମେଷଗଣ ପର୍ବତ ସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ମେଷଗଣ ପର୍ବତ ସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା।”