Ezekiel 34:7 — Compare Translations
5 translations compared side by side
Odia - 1840
"ତେଣୁ ହେ ମଷେପାଳକଗଣ, ତୁମ୍ଭମାନେେ ମାରେ ପ୍ରଭୁ ସଦାପ୍ରଭୁଙ୍କର ବାକ୍ଯ ଶୁଣ, ସେ କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ମେଷପାଳକଗଣ, ତୁମ୍ଭେମାନେ ମୋର ପ୍ରଭୁ ସଦାପ୍ରଭୁଙ୍କର ବାକ୍ୟ ଶୁଣ, ସେ କହନ୍ତି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;