Ezekiel 34:8 — Compare Translations
5 translations compared side by side
Odia - 1840
"ମୁଁ ଜୀବିତ ଥିବା ପ୍ରମାଣେ, କାରଣ ମାରେ ପଲଟି ଲୁଣ୍ଠିତ ହେଲା ଏବଂ ମଷେପାଳକର ଅନୁପସ୍ଥିତି ରେ ବନ୍ଯ ଜନ୍ତୁର ଶିକାର ହେଲେ ଏବଂ ମାରେ ମଷେପାଳକଗଣ ମାରେ ମଷଗେୁଡ଼ିକ ଦେଖିଲେ ନାହିଁ, କବଳେ ସମାନଙ୍କେର ନିଜର ଯତ୍ନ ନେଲେ ଏବଂ ମାରେ ମଷେମାନଙ୍କର ଯତ୍ନ ନେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଜୀବିତ ଥିବା ପ୍ରମାଣେ, କାରଣ ମୋର ପଲଟି ଲୁଣ୍ଠିତ ହେଲା ଏବଂ ମେଷପାଳକର ଅନୁପସ୍ଥିତିରେ ବନ୍ୟ ଜନ୍ତୁର ଶିକାର ହେଲେ ଏବଂ ମୋର ମେଷପାଳକଗଣ ମୋର ମେଷଗୁଡ଼ିକ ଦେଖିଲେ ନାହିଁ, କେବଳ ସେମାନଙ୍କର ନିଜର ଯତ୍ନ ନେଲେ ଏବଂ ମୋର ମେଷମାନଙ୍କର ଯତ୍ନ ନେଲେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି, ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ,” ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି, ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ;