Ezekiel 35:10 — Compare Translations
5 translations compared side by side
Odia - 1840
"କାରଣ ତୁମ୍ଭେ କହିଲ, ଏହି ଦୁଇ ଜାତି ଏବଂ ଏହି ଦୁଇ ଦେଶ ଇଶ୍ରାୟେଲ ଓ ଯିହୁଦା ମାରେ ହବେେ, ମୁଁ ସମାନଙ୍କେୁ ଅଧିକାର ଦବେି, ଏପରିକି ଯଦିଓ ସଠାେ ରେ ସଦାପ୍ରଭୁ ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋର ହେବ ଓ ଆମ୍ଭେମାନେ ତାହା ଅଧିକାର କରିବା;
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭେ କହିଲ, “ଏହି ଦୁଇ ଜାତି ଏବଂ ଏହି ଦୁଇ ଦେଶ ଇସ୍ରାଏଲ ଓ ଯିହୁଦା ମୋର ହେବେ, ମୁଁ ସେମାନଙ୍କୁ ଅଧିକାର ଦେବି,” ଏପରିକି ଯଦିଓ ସେଠାରେ ସଦାପ୍ରଭୁ ବାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, ‘ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋʼ ର ହେବ’ ଓ ଆମ୍ଭେମାନେ ତାହା ଅଧିକାର କରିବା,
Odia IRV 2017 (ଓଡିଆ ବାଇବେଲ)
ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, “ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋ’ର ହେବ ଓ ଆମ୍ଭେମାନେ ତାହା ଅଧିକାର କରିବା,”