Ezekiel 35:11 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭର ସନ୍ତାନଗଣଙ୍କୁ ଈର୍ଷା କରିଅଛ ଓ ସମାନଙ୍କେ ପ୍ରତି ଘୃଣାଭାବ ରଖିଅଛ। ତେଣୁ ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଯେଉଁପରି କୋରଧ ଓ ଈର୍ଷା ସମାନଙ୍କେ ପ୍ରତି କରିଅଛ ମୁଁ ସହେି ଅନୁସାରେ ତୁମ୍ଭର ବିଚାର କରିବି। ସେତବେେଳେ ସମାନଙ୍କେ ମଧିଅରେ ମୁଁ ଅଛି ବୋଲି ସମାନେେ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଆପଣା ଘୃଣାଭାବ ହେତୁରୁ ସେମାନଙ୍କ ପ୍ରତି ଯେପରି କରିଅଛ, ଆମ୍ଭେ ତୁମ୍ଭର ସେହି କ୍ରୋଧ ଓ ସେହି ଈର୍ଷାନୁସାରେ ତୁମ୍ଭ ପ୍ରତି କର୍ମ କରିବା ଓ ଆମ୍ଭେ ଯେତେବେଳେ ତୁମ୍ଭର ବିଚାର କରିବା, ସେତେବେଳେ ସେମାନଙ୍କ ମଧ୍ୟରେ ଆପଣାର ପରିଚୟ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ତୁମ୍ଭେ ଆମ୍ଭର ସନ୍ତାନଗଣଙ୍କୁ ଈର୍ଷା କରିଅଛ ଓ ସେମାନଙ୍କ ପ୍ରତି ଘୃଣାଭାବ ରଖିଅଛ। ତେଣୁ ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଯେଉଁପରି କ୍ରୋଧ ଓ ଈର୍ଷା ସେମାନଙ୍କ ପ୍ରତି କରିଅଛ ମୁଁ ସେହି ଅନୁସାରେ ତୁମ୍ଭର ବିଗ୍ଭର କରିବି। ସେତେବେଳେ ସେମାନଙ୍କ ମଧ୍ୟରେ ମୁଁ ଅଛି ବୋଲି ସେମାନେ ଜାଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଆପଣା ଘୃଣାଭାବ ସକାଶୁ ସେମାନଙ୍କ ପ୍ରତି ଯେପରି କରିଅଛ, ଆମ୍ଭେ ତୁମ୍ଭର ସେହି କ୍ରୋଧ ଓ ସେହି ଈର୍ଷାନୁସାରେ ତୁମ୍ଭ ପ୍ରତି କର୍ମ କରିବା ଓ ଆମ୍ଭେ ଯେତେବେଳେ ତୁମ୍ଭର ବିଚାର କରିବା, ସେତେବେଳେ ସେମାନଙ୍କ ମଧ୍ୟରେ ଆପଣାର ପରିଚୟ ଦେବା।
Odia IRV 2017 (ଓଡିଆ ବାଇବେଲ)