Ezekiel 35:12 — Compare Translations
5 translations compared side by side
Odia - 1840
"ତୁମ୍ଭେ ଇଶ୍ରାୟେଲର ପର୍ବତଗଣ ବିରୁଦ୍ଧ ରେ ଯେଉଁସବୁ ନିନ୍ଦାର କଥା କହିଅଛ ଅର୍ଥାତ୍ ' ସେସବୁ ଧ୍ବଂସସ୍ଥାନ ହବେ ଓ ଆମ୍ଭମାନେେ ତାହାକୁ ଖାଦ୍ୟପରି ଚର୍ବଣ କରିବୁ।' ମୁଁ ସଦାପ୍ରଭୁ ଶୁଣିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍, ସେସବୁ ଧ୍ଵଂସସ୍ଥାନ ଓ ସେସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁସବୁ ନିନ୍ଦାର କଥା କହିଅଛ ଅର୍ଥାତ୍ ସେସବୁ ଧ୍ୱଂସସ୍ଥାନ ହେବ ଓ ଆମ୍ଭେମାନେ ତାହାକୁ ଖାଦ୍ୟପରି ଚର୍ବଣ କରିବୁ। “ମୁଁ ସଦାପ୍ରଭୁ ଶୁଣିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍, ‘ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ।’
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍, “ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି” ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ।