Ezekiel 35:13 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଗର୍ବିତ ହାଇେ ମାେ ବିରୁଦ୍ଧ ରେ କହିଅଛ। ତୁମ୍ଭମାନେେ ତାହା ବାରମ୍ବାର କହିଛ, ଆଚ୍ଛା! ମୁଁ ତାହା ଶୁଣିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଗର୍ବିତ ହୋଇ ମୋ’ ବିରୁଦ୍ଧରେ କହିଅଛ। ତୁମ୍ଭେମାନେ ତାହା ବାରମ୍ବାର କହିଛ, ଆଚ୍ଛା! ମୁଁ ତାହା ଶୁଣିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।