Ezekiel 35:14 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭମାନଙ୍କୁ ବିନାଶ କରିବି ଓ ଏହା ସମଗ୍ର ପୃଥିବୀର ଆନନ୍ଦର ଦିନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ଵଂସ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ମୁଁ ତୁମ୍ଭମାନଙ୍କୁ ବିନାଶ କରିବି ଓ ଏହା ସମଗ୍ର ପୃଥିବୀର ଆନନ୍ଦର ଦିନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।