Ezekiel 35:15 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ପରିବାର ଧ୍ବଂସ ସମୟରେ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ମୁଁ ତୁମ୍ଭକୁ ସହେି ଭାବରେ ସବୋ କରିବି। ସଯେୀର ପର୍ବତ ଓ ପ୍ରକୃତ ରେ ସମଗ୍ର ଇଦୋମ, ଧ୍ବଂସ ହବେ। ତାହା ହେଲେ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ବଂଶର ଅଧିକାର ଧ୍ଵଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ଵଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପରିବାର ଧ୍ୱଂସ ସମୟରେ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ମୁଁ ତୁମ୍ଭକୁ ସେହି ଭାବରେ ସେବା କରିବି। ସେୟୀର ପର୍ବତ ଓ ପ୍ରକୃତରେ ସମଗ୍ର ଇଦୋମ, ଧ୍ୱଂସ ହେବ। ତାହାହେଲେ ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ବଂଶର ଅଧିକାର ଧ୍ୱଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ୱଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ବଂଶର ଅଧିକାର ଧ୍ୱଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ୱଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ।”