Ezekiel 35:2 — Compare Translations

5 translations compared side by side

Odia - 1840
"ସେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ସଯେୀର ପର୍ବତ ଆଡ଼େ ମୁଖ ରଖ ଓ ତାହା ବିରୁଦ୍ଧ ରେ ଭବିଷ୍ଯଦବାଣୀ ପ୍ରଚାର କରି ଏହା କୁହ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ତାହାକୁ କୁହ,
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ସେୟୀର ପର୍ବତ ଆଡ଼େ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରି ଏହା କୁହ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ତାହାକୁ କୁହ,
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ତାହାକୁ କୁହ,