Ezekiel 35:3 — Compare Translations

5 translations compared side by side

Odia - 1840
"'ସଦାପ୍ରଭୁ, ମାରେ ପ୍ରଭୁ ଏହିକଥା କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ଵଂସସ୍ଥାନ ଓ ବିସ୍ମୟର ବିଷୟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
‘ସଦାପ୍ରଭୁ, ମୋର ପ୍ରଭୁ ଏହିକଥା କହନ୍ତି, “‘ହେ ସେୟୀର ପର୍ବତ, ମୁଁ ତୁମ୍ଭର ପ୍ରତିକୂଳ ଅଟେ ଓ ମୁଁ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବି। ମୁଁ ତୁମ୍ଭକୁ ଶୂନ୍ୟ ଓ ଧ୍ୱଂସ ସ୍ଥାନରେ ପରିଣତ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।