Ezekiel 35:4 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭର ନଗରଗୁଡ଼ିକୁ ଧ୍ବଂସ କରିବି ଓ ତୁମ୍ଭେ ଏକ ଶୂନ୍ଯ ଭୂମି ହବେ। ତାହା ହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭେ ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ଵଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ନଗରଗୁଡ଼ିକୁ ଧ୍ୱଂସ କରିବି ଓ ତୁମ୍ଭେ ଏକ ଶୂନ୍ୟ ଭୂମି ହେବ। ତାହାହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭେ ଜାଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ୱଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ୱଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।