Ezekiel 35:5 — Compare Translations
5 translations compared side by side
Odia - 1840
"କାରଣ ତୁମ୍ଭର ଚିରନ୍ତନ ଶତ୍ରୁତା ଅଛି। ତୁମ୍ଭେ ଇଶ୍ରାୟେଲୀୟମାନଙ୍କୁ ସମାନଙ୍କେର ଦୁର୍ଦ୍ଦିନ, ସମୟରେ ଖଡ୍ଗ ରେ ହତ୍ଯା କର, ଯେତବେେଳେ ସମାନଙ୍କେର ଦୋଷ ସର୍ବୋଚ୍ଚ ହେଲା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ଼୍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;
Odia Bible ERV 2004 (ପବିତ୍ର ବାଇବଲ)
“‘କାରଣ ତୁମ୍ଭର ଚିରନ୍ତନ ଶତ୍ରୁତା ଅଛି। ତୁମ୍ଭେ ଇସ୍ରାଏଲୀୟମାନଙ୍କୁ ସେମାନଙ୍କର ଦୁର୍ଦ୍ଦିନ, ସମୟରେ ଖଡ଼୍ଗରେ ହତ୍ୟା କର, ଯେତେବେଳେ ସେମାନଙ୍କର ଦୋଷ ସର୍ବୋଚ୍ଚ ହେଲା।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ୍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ୍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;