Ezekiel 35:7 — Compare Translations

5 translations compared side by side

Odia - 1840
"ଏହିରୂପେ ମୁଁ ସଯେୀର ପର୍ବତକୁ ଧ୍ବଂସ ଓ ଶୂନ୍ଯସ୍ଥାନ ରେ ପରିଣତ କରିବି ଏବଂ ଯେଉଁମାନେ ସଠାେ ରେ ବାସ କରିବେ ଓ ୟିବା ଆସିବା କରିବେ ମୁଁ ସମାନଙ୍କେୁ ବିନାଶ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ବିସ୍ମୟର ବିଷୟ ଓ ଧ୍ଵଂସସ୍ଥାନ କରିବା ଓ ଆମ୍ଭେ ତହିଁ ମଧ୍ୟ ଦେଇ ଗମନକାରୀକୁ ଓ ଫେରିବା ଲୋକକୁ ଉଚ୍ଛିନ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ମୁଁ ସେୟୀର ପର୍ବତକୁ ଧ୍ୱଂସ ଓ ଶୂନ୍ୟସ୍ଥାନରେ ପରିଣତ କରିବି ଏବଂ ଯେଉଁମାନେ ସେଠାରେ ବାସ କରିବେ ଓ ଯିବା ଆସିବା କରିବେ ମୁଁ ସେମାନଙ୍କୁ ବିନାଶ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ଶୂନ୍ୟ ଓ ଧ୍ୱଂସର ସ୍ଥାନ କରିବା ଓ ଆମ୍ଭେ ତହିଁ ମଧ୍ୟଦେଇ ଗମନକାରୀକୁ ଓ ଫେରିବା ଲୋକକୁ ଉଚ୍ଛିନ୍ନ କରିବା।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ଶୂନ୍ୟ ଓ ଧ୍ୱଂସର ସ୍ଥାନ କରିବା ଓ ଆମ୍ଭେ ତହିଁ ମଧ୍ୟ ଦେଇ ଗମନକାରୀକୁ ଓ ଫେରିବା ଲୋକକୁ ଉଚ୍ଛିନ୍ନ କରିବା।