Ezekiel 35:8 — Compare Translations
5 translations compared side by side
Odia - 1840
"ମୁଁ ନିହତ ଲୋକମାନଙ୍କ ଶବ ରେ ତାହାର ପର୍ବଗୁଡ଼ିକୁ ସମ୍ପୂର୍ଣ୍ଣ ଆବୃତ କରିବି। ପୁଣି ହତ ଲୋକମାନଙ୍କର ଶବ ଉପପର୍ବତ, ଉପତ୍ୟକା ଓ ଜଳପ୍ରବାହଗୁଡ଼ିକରେ ପତିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତାହାର ହତ ଲୋକରେ ତାହାର ପର୍ବତଗଣକୁ ପୂର୍ଣ୍ଣ କରିବା; ତୁମ୍ଭର ଉପପର୍ବତରେ ଓ ଉପତ୍ୟକାରେ ଓ ଜଳପ୍ରବାହ ସକଳରେ ଖଡ଼୍ଗ ଦ୍ଵାରା ହତ ଲୋକମାନେ ପତିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନିହତ ଲୋକମାନଙ୍କ ଶବରେ ତାହାର ପର୍ବଗୁଡ଼ିକୁ ସମ୍ପୂର୍ଣ୍ଣ ଆବୃତ କରିବି। ପୁଣି ହତ ଲୋକମାନଙ୍କର ଶବ ଉପପର୍ବତ, ଉପତ୍ୟକା ଓ ଜଳପ୍ରବାହଗୁଡ଼ିକରେ ପତିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତାହାର ହତ ଲୋକରେ ତାହାର ପର୍ବତଗଣକୁ ପୂର୍ଣ୍ଣ କରିବା; ତୁମ୍ଭର ଉପପର୍ବତରେ ଓ ଉପତ୍ୟକାରେ ଓ ଜଳପ୍ରବାହ ସ୍ଥାନରେ ଖଡ୍ଗ ଦ୍ୱାରା ହତ ଲୋକମାନେ ପତିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତାହାର ହତ ଲୋକରେ ତାହାର ପର୍ବତଗଣକୁ ପୂର୍ଣ୍ଣ କରିବା; ତୁମ୍ଭର ଉପପର୍ବତରେ ଓ ଉପତ୍ୟକାରେ ଓ ଜଳପ୍ରବାହ ସ୍ଥାନରେ ଖଡ୍ଗ ଦ୍ୱାରା ହତ ଲୋକମାନେ ପତିତ ହେବେ।