Ezekiel 35:9 — Compare Translations

5 translations compared side by side

Odia - 1840
"ମୁଁ ଚିରକାଳ ଶୂନ୍ଯସ୍ଥାନ କରିବି ଓ ତୁମ୍ଭର ନଗରଗୁଡ଼ିକ ଜନଶୂନ୍ଯ ହବେ। ତାହା ହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭମାନେେ ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ଵଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଚିରକାଳ ଶୂନ୍ୟସ୍ଥାନ କରିବି ଓ ତୁମ୍ଭର ନଗରଗୁଡ଼ିକ ଜନଶୂନ୍ୟ ହେବ। ତାହାହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭେମାନେ ଜାଣିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ୱଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ୱଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।