Ezekiel 36:1 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲର ପର୍ବତଗଣ ପାଇଁ ଭବିଷ୍ଯଦବାକ୍ଯ ପ୍ରଚାର କରି କୁହ, ସମାନଙ୍କେୁ କୁହ: ହେ ଇଶ୍ରାୟେଲ ପର୍ବତଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଦେଶ ପୁନଃନିର୍ମିତ ହେବ “ହେ ମନୁଷ୍ୟ ପୁତ୍ର, ଇସ୍ରାଏଲର ପର୍ବତଗଣ ପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କୁହ, ସେମାନଙ୍କୁ କୁହ: ହେ ଇସ୍ରାଏଲ ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Odia IRV 2017 (ଓଡିଆ ବାଇବେଲ)
“ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।