Ezekiel 36:10 — Compare Translations
5 translations compared side by side
Odia - 1840
"ତୁମ୍ଭଠା ରେ ବାସ କରୁଥିବା ଇଶ୍ରାୟେଲର ପରିବାର ଲୋକମାନଙ୍କୁ ମୁଁ ଦ୍ବିଗୁଣିତ କରିବି। ପୁଣି ତହିଁରେ ନଗର ସମୂହ ବସତିସ୍ଥାନ ହବେ ଓ ଧ୍ବଂସସ୍ଥାନସବୁ ପୁନଃନିର୍ମିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟ-ମାନଙ୍କୁ, ସମସ୍ତ ଇସ୍ରାଏଲ-ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତିସ୍ଥାନ ହେବ ଓ ଧ୍ଵଂସସ୍ଥାନସକଳ ନିର୍ମିତ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭଠାରେ ବାସ କରୁଥିବା ଇସ୍ରାଏଲର ପରିବାର ଲୋକମାନଙ୍କୁ ମୁଁ ଦ୍ୱିଗୁଣିତ କରିବି। ପୁଣି ତହିଁରେ ନଗର ସମୂହ ବସତିସ୍ଥାନ ହେବ ଓ ଧ୍ୱଂସସ୍ଥାନସବୁ ପୁନଃନିର୍ମିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ସମସ୍ତ ଇସ୍ରାଏଲ ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତି ସ୍ଥାନ ହେବ ଓ ଧ୍ୱଂସସ୍ଥାନ ସକଳ ପୁନଃନିର୍ମିତ ହେବ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ସମସ୍ତ ଇସ୍ରାଏଲ ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତିସ୍ଥାନ ହେବ ଓ ଧ୍ୱଂସସ୍ଥାନ ସକଳ ପୁନଃନିର୍ମିତ ହେବ;