Ezekiel 36:11 — Compare Translations
5 translations compared side by side
Odia - 1840
"ପୁଣି ମୁଁ ତୁମ୍ଭମାନଙ୍କ ମଧିଅରେ ମନୁଷ୍ଯ ଓ ପଶୁକୁ ଦ୍ବିଗୁଣିତ କରିବି। ସମାନଙ୍କେର ହୁଏତ ଉତ୍ସର୍ଗିତ ଥିବ। ମୁଁ ଅତୀତ ପରି ତୁମ୍ଭମାନଙ୍କ ମଧିଅରେ ରହିବାକୁ ଲୋକମାନଙ୍କୁ ଆଣିବି। ତୁମ୍ଭମାନଙ୍କ ପ୍ରତି ଆଦ୍ଯକାଳ ଅପେକ୍ଷା ଅଧିକ ମଙ୍ଗଳ କରିବ। ତାହାଲେ ତୁମ୍ଭେ କଳ୍ପନା କରିବ ଯେ, ମୁଁ ସଦାପ୍ରଭୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣ ହୋଇ ସନ୍ତାନସନ୍ତତିବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବ କାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା । ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ଦ୍ୱିଗୁଣିତ କରିବି। ସେମାନଙ୍କର ହୁଏତ ଉତ୍ସର୍ଗିତ ଥିବ। ମୁଁ ଅତୀତ ପରି ତୁମ୍ଭମାନଙ୍କ ମଧ୍ୟରେ ରହିବାକୁ ଲୋକମାନଙ୍କୁ ଆଣିବି। ତୁମ୍ଭମାନଙ୍କ ପ୍ରତି ଆଦ୍ୟକାଳ ଅପେକ୍ଷା ଅଧିକ ମଙ୍ଗଳ କରିବି। ତାହାହେଲେ ତୁମ୍ଭେ କଳ୍ପନା କରିବ ଯେ, ମୁଁ ସଦାପ୍ରଭୁ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣୁ ହୋଇ ସନ୍ତାନସନ୍ତତି ବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବକାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣୁ ହୋଇ ସନ୍ତାନସନ୍ତତି ବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବ କାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।