Ezekiel 36:12 — Compare Translations

5 translations compared side by side

Odia - 1840
"ଆମ୍ଭେ ତୁମ୍ଭମାନଙ୍କ ଉପ ରେ ମନୁଷ୍ଯମାନଙ୍କୁ ଅର୍ଥାତ୍ ତୁମ୍ଭେ ମାରେ ଇଶ୍ରାୟେଲ ଲୋକଙ୍କୁ ପ୍ରଦର୍ଶନ କରାଇବା। ସମାନେେ ତୁମ୍ଭମାନଙ୍କୁ ଭୋଗ କରିବେ ଓ ତୁମ୍ଭେ ସମାନଙ୍କେର ଅଧିକାର ସ୍ବରୂପ ହବେ। ତୁମ୍ଭେ ଏହି ସମୟଠାରୁ ସମାନଙ୍କେର ସନ୍ତାନମାନଙ୍କଠାରୁ ବଞ୍ଚିତ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ଅର୍ଥାତ୍, ଆମ୍ଭର ଇସ୍ରାଏଲ ଲୋକଙ୍କୁ ଗତାୟାତ କରାଇବା ଓ ସେମାନେ ତୁମ୍ଭମାନଙ୍କୁ ଭୋଗ କରିବେ, ଆଉ ତୁମ୍ଭେ ସେମାନଙ୍କର ଅଧିକାର ସ୍ଵରୂପ ହେବ, ପୁଣି ତୁମ୍ଭେ ଏହି ସମୟଠାରୁ ଆଉ ସେମାନଙ୍କୁ ସନ୍ତାନବିହୀନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ ଅର୍ଥାତ୍ ତୁମ୍ଭେ ମୋର ଇସ୍ରାଏଲ ଲୋକଙ୍କୁ ପ୍ରଦର୍ଶନ କରାଇବା। ସେମାନେ ତୁମ୍ଭମାନଙ୍କୁ ଭୋଗ କରିବେ ଓ ତୁମ୍ଭେ ସେମାନଙ୍କର ଅଧିକାର ସ୍ୱରୂପ ହେବ। ତୁମ୍ଭେ ଏହି ସମୟଠାରୁ ସେମାନଙ୍କର ସନ୍ତାନମାନଙ୍କଠାରୁ ବଞ୍ଚିତ କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ଅର୍ଥାତ୍‍, ଆମ୍ଭର ଇସ୍ରାଏଲ ଲୋକଙ୍କୁ ଗତାୟାତ କରାଇବା ଓ ସେମାନେ ତୁମ୍ଭମାନଙ୍କୁ ଭୋଗ କରିବେ, ଆଉ ତୁମ୍ଭେ ସେମାନଙ୍କର ଅଧିକାର ସ୍ୱରୂପ ହେବ, ପୁଣି, ତୁମ୍ଭେ ଏହି ସମୟଠାରୁ ଆଉ ସେମାନଙ୍କୁ ସନ୍ତାନବିହୀନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)