Ezekiel 36:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ହେ ଇଶ୍ରାୟେଲ ଦେଶ! ଲୋକମାନେ ତୁମ୍ଭ ବିରୁଦ୍ଧ ରେ କହନ୍ତି, ସମାନେେ କହନ୍ତି ତୁମ୍ଭେ ମନୁଷ୍ଯମାନଙ୍କର ହତ୍ଯାକାରୀ ଓ ନିଜ ସନ୍ତାନମାନଙ୍କୁ ହତ୍ଯା କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ତୁମ୍ଭକୁ କହନ୍ତି, ହେ ଦେଶ, ତୁମ୍ଭେ ମନୁଷ୍ୟଗ୍ରାସକ ଓ ନିଜ ଦେଶୀୟମାନଙ୍କର ନାଶକ ହୋଇଅଛ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ହେ ଇସ୍ରାଏଲ ଦେଶ! ଲୋକମାନେ ତୁମ୍ଭ ବିରୁଦ୍ଧରେ କହନ୍ତି, ସେମାନେ କହନ୍ତି ତୁମ୍ଭେ ମନୁଷ୍ୟମାନଙ୍କର ହତ୍ୟାକାରୀ ଓ ନିଜ ସନ୍ତାନମାନଙ୍କୁ ହତ୍ୟା କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ତୁମ୍ଭକୁ କହନ୍ତି, ‘ହେ ଦେଶ, ତୁମ୍ଭେ ମନୁଷ୍ୟ ଗ୍ରାସକ ଓ ନିଜ ଦେଶୀୟମାନଙ୍କର ନାଶକ ହୋଇଅଛ,’
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ତୁମ୍ଭକୁ କହନ୍ତି, “ହେ ଦେଶ, ତୁମ୍ଭେ ମନୁଷ୍ୟଗ୍ରାସକ ଓ ନିଜ ଦେଶୀୟମାନଙ୍କର ନାଶକ ହୋଇଅଛ,”